<< bombaxes bombay ceiba >>

bombay Meaning in Odia (Oriya). ( bombay ଶବ୍ଦର ଓଡିଆ ଅର୍ଥ)



ବୋମା, ବମ୍ବେ, ମୁମ୍ବାଇ,

bombay తెలుగు అర్థానికి ఉదాహరణ:

ଲାହୋର ଓ ଫୈସଲାବାଦରେ ହୋଇଥିବା ବୋମା ବିସ୍ଫୋଟରେ ୧୪ ଜଣ ସାଧାରଣ ଜନତାଙ୍କୁ ମାରିଦେବାର ଦୋଷାରୋପ କରାଯାଇଥିଲା ।

କିନ୍ତୁ ସରବଜିତ ପରେ ଦାବି କରିଥିଲେ ଯେ, ସେ ଜଣେ ସାଧାରଣ ଚାଷୀ ଯିଏକି ବୋମା ବିସ୍ଫୋରଣର ୩ ମାସ ପରେ ଭୁଲ୍ ବଶତଃ ପାକିସ୍ତାନରେ ପ୍ରବେଶ କରିଯାଇଥିଲେ ।

ଯୁଦ୍ଧ ବିମାନ ମୁଖ୍ୟତ ଆକାଶରୁ ବୋମା, ବିସ୍ଫୋଟକ ଓ ତୋପ ଗୋଳା ପକାଇବା ନିମନ୍ତେ ବ୍ୟବହାର ହୁଏ।

୨୦୦୬ର ତେଲୁଗୁ କଥାଚିତ୍ର ବୋମାରିଲୁ ପାଇଁ ତାଙ୍କୁ ମିଳିଥିଲା ତାଙ୍କର ପ୍ରଥମ ଏହି ପ୍ରଥମ ଫିଲ୍ମ‌ଫେୟାର ପୁରସ୍କାର ।

ତେଣୁ ଡଲ୍‍ଫିନ୍‍ଙ୍କ ଇଲାକାରେ ସ୍ଥାୟୀ ଜାଲ ଓ ପାଣି ବୋମାର ବ୍ୟବହାର ଉପରେ କିଛି ମାତ୍ରାରେ ଅଙ୍କୁଶ ଲାଗିଛି ।

ଏହାକୁ ତେଲୁଗୁରେ ବୋମାଲା କୋଲୁବୁ କୁହାଯାଏ ।

|୧୯୪୫ରେ ସୁନହଟ ନିକଟରେ ଜାପାନୀ ବୋମା ପଡ଼ିଥିଲା ।

୨୦୦୮ରେ ବୋମାରିଲୁ ଚଳଚ୍ଚିତ୍ରଟି ପୁଣିଥରେ ତାମିଲରେ ନିର୍ମାଣ କରାଯାଇଥିଲା ।

ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ ।

ପ୍ରାୟ ୧ ବର୍ଷ ପରେ ତାଙ୍କ ଭଉଣୀ ଦଲଜିତ ସରବଜିତଙ୍କ ହାତ ଲେଖା ଚିଠି ପାଇଲେ ଓ ଜାଣିବାକୁ ପାଇଲେ ଯେ ସରବଜିତ ପାକିସ୍ତାନରେ ବୋମା ବିସ୍ଫୋରଣ ଅପରାଧରେ ଭୁଲରେ ମଞ୍ଜିତ ପରିଚୟ ନେଇ ଜେଲରେ ଅଛନ୍ତି ଓ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ କରାଯାଇଅଛି ।

ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ ।

ସେ ଆହୁରି ମଧ୍ୟ ଦାବି କରିଥିଲେ କି ୮ ଦିନ ପରେ ପୋଲିସ ତାଙ୍କୁ ଆତଙ୍କବଦୀର ଆଖ୍ୟା ଦେଇ ବୋମା ବିସ୍ଫୋରଣ ଅପରାଧରେ ଗିରଫ କରିଥିଲା ।

ସେ ଏଭଳି କୌଶଳରେ ପରମାଣୁ ବୋମା ପରୀକ୍ଷା କରାଇଲେ ଏହାର ସୂଚନା ଆମେରିକା ମଧ୍ୟ ପାଇନଥିଲା ।

bombay's Usage Examples:

Synodontidae: lizardfishes (also bombay ducks, sauries).



Synonyms:

Mumbai, Bharat, Republic of India, India,

bombay's Meaning in Other Sites