candidature Meaning in Odia (Oriya). ( candidature ଶବ୍ଦର ଓଡିଆ ଅର୍ଥ)
ପ୍ରାର୍ଥୀ,
Noun:
ପ୍ରାର୍ଥୀ,
People Also Search:
candidaturescandide
candidiasis
candidly
candidness
candie
candied
candied apple
candied citrus peel
candies
candle
candle flame
candled
candlelight
candlelights
candidature తెలుగు అర్థానికి ఉదాహరణ:
ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ମାୟାଧର ଜେନାଙ୍କୁ ୨୫,୨୦୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
|ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅରୁଣ କୁମାର ସାହୁ, ସ୍ୱାଧୀନ ପ୍ରାର୍ଥୀ ହେମେନ୍ଦ୍ର ଚନ୍ଦ୍ର ସିଂହଙ୍କଠାରୁ ୨୭,୩୪୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।
|ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବସନ୍ତ କୁମାର ପଣ୍ଡା ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କଠାରୁ ୯୬୧୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
|୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅନନ୍ତ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ସମୁଦାୟ ୭୩,୪୭୪ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
|୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅଶ୍ୱିନୀ ଜନତା ଦଳର ପ୍ରାର୍ଥୀ ଭାବରେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।
|୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।
|ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭବାନୀ ଶଙ୍କର ମହାପାତ୍ରଙ୍କଠାରୁ ୧୬୮୮୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
କାରଣ ବୋର୍ଡ଼୍ରେ ମହିଳା ମାନଙ୍କର ଆବଶ୍ୟକତା ଅଛି ଏବଂ ଏଠାରେ ମହିଳା ପ୍ରାର୍ଥୀ ମାନଙ୍କ ସଂଖ୍ୟା ଖୁବ୍ କମ୍ ।
|ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଜଗବନ୍ଧୁ ମାଝି, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଧର୍ମୁ ଗଣ୍ଡଙ୍କଠାରୁ ୧୪,୧୭୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।
|ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡାଙ୍କଠାରୁ ୭୯୩୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
|ଗତ ୨୦୦୯ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବୀ ପ୍ରସାଦ ଚଣ୍ଡ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶ୍ୱିନି କୁମାର ପାତ୍ରଙ୍କଠାରୁ ପ୍ରାୟ ୬,୦୦୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।
|ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖଙ୍କଠାରୁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିନାୟକ ତ୍ରିପାଠୀଙ୍କଠାରୁ ୩୧୭୦୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ସମ୍ବଲପୁର-ରେଢ଼ାଖୋଲ ଯୁଗ୍ମ ଓ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
candidature's Usage Examples:
It is a format that a candidature can use to present to a given election.
for the Italian Radicals did not gain enough signatures to back his candidature.
'King believed this was a call for him to support the candidature of Henry Tudor as King, and to restore the Abbey.
Games) on February 1, 1998, six cities had formally presented their candidatures to the IOC.
), is a document submitted in support of candidature for an academic degree or professional qualification presenting the author"s research and findings.
He agreed with the candidature of Henryk Walezy for the Polish throne only on the condition that Henryk signing the Henrican articles.
It has been speculated that, primarily due to Cicero describing him as consul designatus, Memmius was actually elected Consul in the disrupted elections of 99 BC, and was killed after his successful candidature was announced in the Roman Forum.
Lindsay's candidature was weak due to his role in the Super League war.
Being a member of the African Union, Angola supports India"s candidature for a permanent seat in a reformed Security Council.
Bern Switzerland Withdrew during the candidature stage Andorra la Vella Andorra Not shortlisted to the candidature stage Harbin China Jaca Spain Sarajevo.
Tychnya's willingness to work with authorities, however, did not prevent Soviet authorities from forcing him to write a letter rejecting his candidature for a Nobel Prize, likely due to his Ukrainian heritage.
He also declared his candidature from Pernem constituency in North Goa.
independent Labour candidature in the 1888 Mid Lanarkshire by-election.
Synonyms:
movement, electioneering, cause, campaigning, whistle-stop tour, candidacy, effort, hustings, whispering campaign, drive, campaign, front-porch campaign, front-porch campaigning, crusade, political campaign, stumping,
Antonyms:
attract, pull, walk, stay in place, make peace,