caracks Meaning in Odia (Oriya). ( caracks ଶବ୍ଦର ଓଡିଆ ଅର୍ଥ)
କାର୍,
ଏକ ବୃହତ ସ୍ପେନୀୟ ଜାହାଜ ହେଉଛି ଏକ ବଣିକ ଜାହାଜ ଯାହା ଭୂମଧ୍ୟସାଗରରେ ଯାତ୍ରା କରେ |,
People Also Search:
caracolcaracole
caracoled
caracoles
caracoling
caracolled
caracols
caract
caractere
caracul
caraculs
carafe
carafes
carambola
carambolas
caracks తెలుగు అర్థానికి ఉదాహరణ:
ହେ ତ୍ରିପତ୍ନିଙ୍କର ସ୍ୱାମୀ, ଆପଣଙ୍କ ଏ ପୁଣ୍ୟ ବଳରେ ତ୍ରେତୟା ଯୁଗରେ ଆପଣ ରାଜା ଦଶରଥ ହେବେ ଓ ଆପଣଙ୍କର ରାମ, ଭରତ, ଲକ୍ଷ୍ମଣ ଓ ଶତ୍ରୁଘ୍ନ ପରି ୪ପୁତ୍ର ହେବେ ସେଥିପାଇଁ କାର୍ତ୍ତିକ ମାସରେ ସୂର୍ଯ୍ୟ ପୂଜା, ତୁଳସୀ ବୃକ୍ଷ ପୂଜା ଓ ବାଲୁଙ୍କା ପୂଜା କରି ଶ୍ରୀ ଜଗନ୍ନାଥ ଦର୍ଶନ କଲେ ଅନେକ ଜନ୍ମର ପାପ ତାପ ବିନାଶ ହୋଇଥାଏ ବୋଲି ବିଦିତ ଅଛି ।
ପରବର୍ତ୍ତୀ ସମୟରେ ସେ ୧୯୯୫ ମସିହାରୁ ୧୯୯୮ ମସିହା ଯାଏଁ ରାଷ୍ଟ୍ରୀୟ ମହିଳା ଆୟୋଗର ମୁଖ୍ୟ ଭାବରେ କାର୍ଯ୍ୟ କରିଥିଲେ ।
୧୯୫୮-୬୪ ପର୍ଯ୍ୟନ୍ତ ସେ ଭାରତୀୟ ପୁରାତତ୍ତ୍ୱ ସର୍ବେକ୍ଷଣ ବିଭାଗରେ ଉପ-ଅଧିକ୍ଷକ ଭାବରେ କାର୍ଯ୍ୟ କରିଥିଲେ ।
ପରବର୍ତ୍ତୀ ସମୟରେ, ସେ ଷ୍ଟେଟ ବ୍ୟାଙ୍କ ବ୍ୟାଙ୍କିଙ୍ଗ ନିଯୁକ୍ତି ବୋର୍ଡ଼ର ଅଧ୍ୟକ୍ଷ, ନବକୃଷ୍ଣ ଚୌଧୁରୀ ସେଣ୍ଟର ଫର୍ ଡେଭେଲପମେଣ୍ଟ ଷ୍ଟଡିଜର ଅଧ୍ୟକ୍ଷ ଓ ରେଭେନ୍ସା ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲର ସଭ୍ଯ ଭଳି ଗୁରୁତ୍ୱପୂର୍ଣ କାର୍ଯ୍ୟଭାର ସମ୍ଭାଳି ଥିଲେ ।
କାୱାସାକି ଡିଜିଜ, ପେରିକାର୍ଡ଼ାଇଟିସ (pericarditis) ଓ ରିଉମାଟିକ ଜ୍ୱର ଇତ୍ୟାଦି ରୋଗରେ ଏହା ନିର୍ଦ୍ଦିଷ୍ଟ ଭାବରେ ଦିଆଯାଏ ।
ଏହି ସଂସ୍ଥା ଏକ କନସୋଟିୟମ ଭାବେ କାର୍ଯ୍ୟ କରୁଛି ।
ଲକ୍ଷ୍ମଣ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।
ସେ ଓଡ଼ିଶା ରଜନୀତିରେ ଜନତା ଦଳ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ ।
ଏହାର କାର୍ଯ୍ୟବିଧି ସମ୍ପୁର୍ଣ୍ଣ ଭାବେ ଅବଗତ ହୋଇନଥିଲେ ମଧ୍ୟ ନିଉରନର କାମକୁ ଧିମେଇ ଦେଉଥିବା ବିଶ୍ୱାସ କରାଯାଏ ।
୧୯୮୧ ଜୁଲାଇ ୭ ତାରିଖ ଦିନ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ସଭାଗୃହରେ ଏକ ବିଶେଷ ଅଧିବେଶନ ଆୟୋଜିତ କରି ଏହି ବିଶ୍ୱବିଦ୍ୟାଳୟ ସ୍ଥାପନା କାର୍ଯ୍ୟ ଆରମ୍ଭ ହୋଇଥିଲା ।
ଏହାର ଅର୍ଥ କୌଣସି କାର୍ଯ୍ୟ କରିବା ପୂର୍ବରୁ ବ୍ୟକ୍ତି ସେହି କାର୍ଯ୍ୟର ଲକ୍ଷ ଓ ଅର୍ଥକୁ ବୁଝିବା ଆବଶ୍ୟକ ।
ଗିରଫ ହେଲାବେଳକୁ ପ୍ରମିଳା ମୟୂରଭଞ୍ଜ ଜିଲ୍ଲା ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ଭାବରେ କାର୍ଯ୍ୟ କରୁଥିଲେ ।
| କର୍ମଜୀବନ |ପାର୍ଥ ଚାଟାର୍ଜୀ ବର୍ତ୍ତମାନ କଲମ୍ବିଆ ବିଶ୍ୱବିଦ୍ୟାଳୟରେ ନୃତତ୍ତ୍ୱ ବିଜ୍ଞାନ ଓ ଦକ୍ଷିଣ ଏସୀୟ ବିଦ୍ୟାର ପ୍ରାଧ୍ୟାପକ ଭାବରେ କାର୍ଯ୍ୟରତ ।