<< forenight forenoon >>

forenights Meaning in Odia (Oriya). ( forenights ଶବ୍ଦର ଓଡିଆ ଅର୍ଥ)



ପୂର୍ବଦିନ,

Noun:

ଗୋଟିଏ ପାର୍ଶ୍ୱ |, ପାର୍ଶ୍ୱ,

forenights తెలుగు అర్థానికి ఉదాహరణ:

ଜ୍ୟୋତିର୍ଲିଙ୍ଗଙ୍କର ଶ୍ରାବଣୀ ଅନ୍ନକୂଟ ମେଳା ରାକ୍ଷୀ ପୂର୍ଣ୍ଣିମା ପୂର୍ବଦିନ ପାଳନ କରାଯାଏ ।

ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ ।

ହାତରେ ଖଡ଼ିକା ନେଇ ଶ୍ରୀଗୁଣ୍ଡିଚା ପୂର୍ବଦିନ ଏହି ମତାବଲମ୍ବୀମାନେ ଗୁଣ୍ଡିଚା ଘର ସଫା କରିଥାନ୍ତି ।

ମହାପୁରୁଷଙ୍କ ଶ୍ରାଦ୍ଧୋତ୍ସବ ବା ସମାଧି ପୂର୍ବଦିନ ସେହି କେଶଗୁଚ୍ଛକୁ ଏକ ଶୋଭାଯାତ୍ରାରେ ସମାଧିପୀଠ ଓଳାଶୁଣୀକୁ ଅଣାଯାଇଥାଏ ।

ଯେହେତୁ ରଜରେ ଧରଣୀମାତାଙ୍କୁ ବିଶ୍ରାମ ଦିଆଯାଏ; ତେଣୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ, ଯାହା ସହଜରେ ନଷ୍ଟ ହୁଏ ନାହିଁ ଏବଂ ଅଧିକ ଦିନ ରହିଥାଏ ।

ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ ।

|ମକର ସଂକ୍ରାନ୍ତି ପୂର୍ବଦିନ ଅନୁଷ୍ଠିତ ହେଉଥିବା ଏହି ବେଶରେ ବହୁଳ ଭାବରେ ଗେଣ୍ଡୁ ଫୁଲ ବ୍ୟବହାର ହେଉଥିବା କାରଣ ହେଉଛି ଏହି ସମୟରେ ଅଧିକ ଗେଣ୍ଡୁଫୁଲ ମିଳେ ।

|୧୯୫୦ ମସିହା ଜାନୁଆରୀ ୨୬ତାରିଖରେ ଭାରତ ଏକ ଧର୍ମ ନିରପେକ୍ଷ ସାଧାରଣତନ୍ତ୍ର ଘୋଷିତ ହୋଇଥିଲା, ଏହାର ପୂର୍ବଦିନ ଅର୍ଥାତ ଜାନୁଆରୀ ୨୫ତାରିଖ ଦିନ ସମ୍ବିଧାନ ଧାରା ୩୨୪ ଅନୁସାରେ ଏକ ସ୍ୱାଧୀନ ନିର୍ବାଚନ କମିସନ ପ୍ରତିଷ୍ଠା କରାଯାଇଥିଲା ।

ସିଂହଦ୍ୱାରସ୍ଥ ମୁଖ୍ୟଦ୍ୱାର ପୂର୍ବଦିନ ରାତିରେ ପହୁଡବେଳେ ବନ୍ଦ କରାଯାଇଥାଏ ।

ରଥଯାତ୍ରା ପୂର୍ବଦିନ ନେତ୍ରୋତ୍ସୋବ ନୀତି ବଢ଼ିବା ପରେ ୩ ବାଡ଼ରେ ପଣ୍ଡା, ପତି, ମୁଦିରସ୍ତ ବନ୍ଦାପନା କରନ୍ତି ।

ପୂଜା ପୂର୍ବଦିନ ରାତିରୁ ଶ୍ରଦ୍ଧାଳୁମାନେ ଆସି ବନବିହାରୀଙ୍କ ପାଖରେ ଅଧିଆ ପଡିଥାନ୍ତି ।

ରଥଯାତ୍ରା ପୂର୍ବଦିନ ଭୋର ୪ଟାରୁ ମଙ୍ଗଳା ଆଳତୀ ଆରମ୍ଭ ହୋଇ ଅବକାଶ ନୀତି, ରୋଷପାକ, ସାହାଣ ମେଲା ଦର୍ଶନ, ମହାସ୍ନାନ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ ପୂଜା, ମା ଭୁବନେସ୍ୱରୀଙ୍କ ପୂଜା, ସକାଳ ଧୂପ, ଭୋଗ ମଣ୍ଡପ, ବେଶ ସଜ୍ଜା ଓ ଦିନ ୨ଟା ସୁଦ୍ଧା ମହାପ୍ରଭୁ ଲିଙ୍ଗରାଜ, ବାସୁଦେବ ଓ ମା ଭୁବନେଶ୍ୱରୀ ବା ରୁକୁଣାଙ୍କ ପହଣ୍ଡି ହୋଇଥାଏ ।

ଭୋଗ ମଣ୍ଡପ ପରିସରରେ ନୀଳାଦ୍ରି ମହୋଦୟର ପୂର୍ବଦିନ ଜଳ ଅଧିବାସ, ପୁଷ୍ୟାଭିଷେକ ପୂର୍ବଦିନ ଜଳ/ଘିଅ ଅଧିବାସ, ମକର ସଂକ୍ରାନ୍ତି ପୂର୍ବଦିନ ଚାଉଳ ଅଧିବାସ, ଅକ୍ଷୟ ତୃତୀୟା ପୂର୍ବଦିନ ଚନ୍ଦନ ଅଧିବାସ ଓ ଦୟଣା ଚତୁର୍ଦ୍ଦଶୀ ପୂର୍ବଦିନ ଦୟଣା ଅଧିବାସ ଅନୁଷ୍ଠିତ ହୋଇଥାଏ।

forenights's Meaning in Other Sites