incensories Meaning in Odia (Oriya). ( incensories ଶବ୍ଦର ଓଡିଆ ଅର୍ଥ)
ଧୂପ,
Noun:
ଧନୁଚି |, ଧୁନାଚି |, ଧୂପ ଜଳାଇବା |,
People Also Search:
incensorsincensory
incenter
incentive
incentive option
incentive program
incentive scheme
incentive stock option
incentives
incentre
incept
incepted
incepting
inception
inceptions
incensories తెలుగు అర్థానికి ఉదాహరణ:
ଏହି ଉତ୍ସବର ସ୍ୱତନ୍ତ୍ର ନୀତି ମୁତାବକ ମଧ୍ୟାହ୍ନ ଧୂପ ବେଶରେ ବଡ଼ ଠାକୁର ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦୁଇଟି ଆଜ୍ଞାମାଳ ଲାଗି ହୋଇଥାଏ ।
| ଭୋଗ ||ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ ।
ଉକ୍ତଦିନ ଶ୍ରୀଜୀଉମାନଙ୍କ ମଧ୍ୟାହ୍ନ ଧୂପ ସମାପ୍ତି ପରେ ଏହି ବେଶ ହୋଇଥାଏ ।
ଐତିହାସିକ ପଟ୍ଟଭୂମି ଉପରେ ଲିଖିତ ଉପନ୍ୟାସ ସୌଦାମିନୀ, ୧୮୭୮ ମସିହାରେ ‘ଉତ୍କଳ ମଧୂପ’ ପତ୍ରିକାରେ ପ୍ରଥମେ ଧାରବାହିକ ଭାବେ ପ୍ରକାଶ ପାଇଥିଲା ।
ମଧ୍ୟାହ୍ନ ଧୂପ ପରେ ଦକ୍ଷିଣ ଘରୁ ରାମକୃଷ୍ଣଙ୍କୁ ଆଣି ସିଂହାସନରେ ବିଜେ କରାଯାଇଥାଏ ।
ତା'ସହିତ ଧୂପଦୀପ ଦେଇ ତାଙ୍କୁ ପୂଜା କରନ୍ତି ।
ପ୍ରାଚୀନ ମେସୋ ଆମେରିକାର Teotihuacan ସହରରେ, ପ୍ରଜାପତିର ଆକର୍ଷଣୀୟ ରଙ୍ଗୀନ ଛବିକୁ ବହୁ ମନ୍ଦିର, ବଙ୍ଗଳା, ଆଭୂଷଣ ଏବଂ ବସ୍ତ୍ର ଆଦିରେ କାର୍ଯ୍ୟକ୍ଷମ କରାଯାଇଥିଲା ଓ ସୁଗନ୍ଧିତ ଧୂପ ଦାହକ (Censer)ରେ ସଜା ଯାଉଥିଲା ।
ଖଡ଼ି, ସିଲଟ, ଛଞ୍ଚା, ଧୂପ ଦୀପ, ଫୁଲ ଆଦି ପୂଜା ସରଞ୍ଜାମ, ଭୋଗରାଗ ସହ ଦକ୍ଷିଣା ନେଇ ପହଞ୍ଚନ୍ତି ପୂଜା ସ୍ଥଳୀରେ ।
ଚତୁର୍ଥ ଅବକାଶ ପରେ ‘ସଞ୍ଜଧୂପ’ ନୈବେଦ୍ୟ ଅର୍ପଣ ।
ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣି ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି ।
|କେହି କେହି ଉପବର୍ଣ୍ଣିତ ତିନି ଧୂପ (ସକାଳଧୂପ, ଦିପହର ଧୂପ ଓ ସଞ୍ଜଧୂପ) ସଙ୍ଗେ ଦ୍ୱିତୀୟ ଅବକାଶର ପରବର୍ତ୍ତୀ ‘ବୀରକେଶରୀବଲ୍ଲଭ’ ବା ‘ଭୋଗମଣ୍ଡପ ଭୋଗ’କୁ ଗୋଟିଏ ଧୂପ ଏବଂ ପଞ୍ଚମ ଅବକାଶର ପରବର୍ତ୍ତୀ ‘ବଡ଼ସିଂହାର ଭୋଗ’କୁ ଗୋଟିଏ ଧୂପ ରୂପେ ଗଣି ୫ ଧୂପ ଏବଂ ଦିନ ଓ ରାତିର ଦୁଇ ପହଡ଼କୁ ଅବକାଶ ରୂପେ ଗଣି ୭ ଅବକାଶ ହିସାବରେ ମୋଟ ‘୫ଧୂପ ଓ ୭ଅବକାଶ’ ବୋଲି କହନ୍ତି ।
ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ ।
ପ୍ରତିଦିନ ଦେବୀମାନଙ୍କୁ ସ୍ନାନ କରାଯାଇ ଧୂପ, ଦୀପ ସହିତ ନୈବେଦ୍ୟ ଅର୍ପଣ ହୋଇଥାଏ ।
incensories's Usage Examples:
painted with eagles, serpents, and figures of Mexica deities, pieces of incensories, parts of musical instruments such as rattles and flutes, obsidian knives.