<< leisured leisureliness >>

leisureless Meaning in Odia (Oriya). ( leisureless ଶବ୍ଦର ଓଡିଆ ଅର୍ଥ)



ଅବକାଶ,

Adjective:

ବିରାଟ, ଅସୀମ |, ଅସମର୍ଥ,

People Also Search:

leisureliness
leisurely
leisures
leisurewear
leisuring
leitmotif
leitmotifs
leitmotiv
leitmotivs
lek
leks
lely
lem
leman
lemans

leisureless తెలుగు అర్థానికి ఉదాహరణ:

ଏହାପରେ ସେ ତାଙ୍କର ପିତାମାତାଙ୍କ ସ‌ହ ଆମେରିକା ଚାଲିଯାଇଥିଲେ ଏବଂ ପ୍ରତିବର୍ଷ ଗ୍ରୀଷ୍ମ ଅବକାଶରେ ସେ ଭାରତ ଆସିଲେ ଭାରତୀୟ ନୃତ୍ୟ ଶିକ୍ଷା କରୁଥିଲେ ।

ଏହି ଅବକାଶରେ ଶ୍ୟାମଦେଶ (ଥାଇଲ୍ୟାଣ୍ଡ )ରେ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ଏବେ ମଧ୍ୟ ପ୍ରଚଳିତ ।

ଚତୁର୍ଥ ଅବକାଶ ପରେ ‘ସଞ୍ଜଧୂପ’ ନୈବେଦ୍ୟ ଅର୍ପଣ ।

|କେହି କେହି ଉପବର୍ଣ୍ଣିତ ତିନି ଧୂପ (ସକାଳଧୂପ, ଦିପହର ଧୂପ ଓ ସଞ୍ଜଧୂପ) ସଙ୍ଗେ ଦ୍ୱିତୀୟ ଅବକାଶର ପରବର୍ତ୍ତୀ ‘ବୀରକେଶରୀବଲ୍ଲଭ’ ବା ‘ଭୋଗମଣ୍ଡପ ଭୋଗ’କୁ ଗୋଟିଏ ଧୂପ ଏବଂ ପଞ୍ଚମ ଅବକାଶର ପରବର୍ତ୍ତୀ ‘ବଡ଼ସିଂହାର ଭୋଗ’କୁ ଗୋଟିଏ ଧୂପ ରୂପେ ଗଣି ୫ ଧୂପ ଏବଂ ଦିନ ଓ ରାତିର ଦୁଇ ପହଡ଼କୁ ଅବକାଶ ରୂପେ ଗଣି ୭ ଅବକାଶ ହିସାବରେ ମୋଟ ‘୫ଧୂପ ଓ ୭ଅବକାଶ’ ବୋଲି କହନ୍ତି ।

ସେହି ସମୟରେ ଯାତ୍ରୀମାନେ ଦେବଙ୍କୁ ଦର୍ଶନ କରିପାରନ୍ତି ନାହିଁ; କିନ୍ତୁ ଏ ଦୁଇ ସମୟକୁ ‘ଅବକାଶ’ ବୋଲା ନ ଯାଇ ‘ପହଡ଼’ ବୋଲାଯାଏ ।

|ପଞ୍ଚମ ଅବକାଶ- ସଞ୍ଜଧୂପ ପରେ ବେଶ ପରିବର୍ତ୍ତନ ବା ବଡ଼ସିଂହାର ବେଶ ହେବା ସମୟରେ ପଞ୍ଚମ ଅବକାଶ, ତତ୍ପରେ ‘ବଡ଼ ସିଂହାର ଭୋଗ’ ନୈବେଦ୍ୟ ଅର୍ପଣ, ତାପରେ ରାତି-ପହଡ଼;|ଅବକାଶ ସମୟରେ କେବଳ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗ ସେବକଙ୍କ ଛଡ଼ା ଅନ୍ୟ କେହି ଜଗନ୍ନାଥଙ୍କ ଛାମୁଙ୍କୁ ଯାଇ ପାରନ୍ତି ନାହିଁ ଓ ଏ ସମୟରେ ଦେଉଳର ଭିତର ଦ୍ୱାର ବନ୍ଦ ରହେ ।

ସେଗୁଡ଼ିକ ହେଲେ :| ପ୍ରସାଦ (ଧୂପ) |ଏଇ ମନ୍ଦିରରେ ଦିଅଁମାନଙ୍କ ପାଇଁ ୩ଟି ଧୂପ ଓ ୫ଟି ଅବକାଶ ରହିଛି।

ଠାକୁରମାନଙ୍କର ଅବକାଶ ନୀତି ଶେଷ ହେବାପରେ ପୁଷ୍ପାଳକ ସେବକମାନେ ଶ୍ରୀଜୀଉମାନଙ୍କୁ ଏହି ବେଶରେ ସଜ୍ଜିତ କରାଇଥାନ୍ତି ।

|ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ପାଳନ|ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ ।

ତୃତୀୟ ଅବକାଶ ପରେ ‘ଦିପହର ଧୂପ’ ନୈବେଦ୍ୟ ଅର୍ପଣ; ଦିପହର ଧୂପ ପରେ ଦିନ-ପହଡ଼ ।

ଅବକାଶ ବେଶ ସମୟରେ ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ଏବଂ ଶ୍ରୀ ସୁଦର୍ଶନଙ୍କୁ ୪ଟି ତଡ଼ପ ଲାଗିହୁଏ ।

ରଥଯାତ୍ରା ପୂର୍ବଦିନ ଭୋର ୪ଟାରୁ ମଙ୍ଗଳା ଆଳତୀ ଆରମ୍ଭ ହୋଇ ଅବକାଶ ନୀତି, ରୋଷପାକ, ସାହାଣ ମେଲା ଦର୍ଶନ, ମହାସ୍ନାନ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ ପୂଜା, ମା ଭୁବନେସ୍ୱରୀଙ୍କ ପୂଜା, ସକାଳ ଧୂପ, ଭୋଗ ମଣ୍ଡପ, ବେଶ ସଜ୍ଜା ଓ ଦିନ ୨ଟା ସୁଦ୍ଧା ମହାପ୍ରଭୁ ଲିଙ୍ଗରାଜ, ବାସୁଦେବ ଓ ମା ଭୁବନେଶ୍ୱରୀ ବା ରୁକୁଣାଙ୍କ ପହଣ୍ଡି ହୋଇଥାଏ ।

leisureless's Meaning in Other Sites