seedlip Meaning in Odia (Oriya). ( seedlip ଶବ୍ଦର ଓଡିଆ ଅର୍ଥ)
ବିହନ,
Noun:
ବିହନ,
People Also Search:
seedlipsseedness
seeds
seedsman
seedsmen
seedtime
seedtimes
seedy
seeing
seeing red
seeings
seek
seek after
seek for
seek out
seedlip తెలుగు అర్థానికి ఉదాహరణ:
ଜଙ୍ଗଲ ପରିବେଶରେ ଏହା ବୃହତକାୟ ବନ୍ୟ ତୃଣଭୋଜୀ ପ୍ରାଣୀଙ୍କ (ଯଥା ହାତୀ) ଖାଦ୍ୟ ହୁଏ | ପରିବେଶବିତ୍ ସେକର ଓ ସୁକୁମାରଙ୍କଦ୍ୱାରା ବକ୍ସା ବ୍ୟାଘ୍ର ଅଭୟରଣ୍ୟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ଏସୀୟ ହାତୀମାନେ ଓଉ ଫଳ ପ୍ରତି ଆକର୍ଶିତ ହୋଇ ଏହି ବୃକ୍ଷ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିହନ ବିଛିନ୍ନକାରୀ ଭବେ କାର୍ଯ୍ୟ କରନ୍ତି ।
ଓଡ଼ଗାଁରେ ସେମାନଙ୍କଦ୍ୱାରା ବିକଶିତ ଜଙ୍ଗଲରେ ୧୦୦୦ଟି ବିଭିନ୍ନ କିସମର ବୃକ୍ଷ ଓ ୫୦୦ କିସମର ଧାନ ଓ ୭୦୦ କିସମର ବିହନ ଉତ୍ପାଦ କରାଯାଏ ।
ବିହନ ବୁଣିବା ପୂର୍ବରୁ ଶେଷ ଓଡଚାଷ ସମୟରେ ହେକ୍ଟର ପ୍ରତି ୨୦ କିଲୋଗ୍ରାମ ଯବକ୍ଷାରଜାନ ଓ ୪୦ କିଲୋଗ୍ରାମ ଫସଫରସ ସାର ପ୍ରୟୋଗ କରିବା ଉଚିତ ।
୧୯୯୦ ମସିହାରେ ସେ ରାଜ୍ୟ କୃଷକ ଜନତା ଦଳ ସଭାପତି ହୋଇଥିଲେ ସେ ଏବଂ ପରେ ବିହନ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ ।
ଏହାଦ୍ୱାରା ଚାଷୀମାନେ ସେହି ବିହନର ଉପଯୋଗ, ସଂରକ୍ଷଣ ଓ ବ୍ୟାପକ ପ୍ରଚାର ଦିଗରେ ସାହାଯ୍ୟ କରନ୍ତି ।
|ବର୍ଷାଦିନେ ହେକ୍ଟର ପ୍ରତି ୨୦-୨୫ କିଲୋଗ୍ରାମ ଏବଂ ଅନ୍ୟାନ୍ୟ ଋତୁରେ ୨୫- ୩୦ କିଲୋଗ୍ରାମ ବିହନ ଆବଶ୍ୟକ ହୋଇଥାଏ ।
ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ ।
ଏଥିପାଇଁ ସୋରିଷକି କାଟି ସାରିବା ପରେ ବିଡା ବାନ୍ଧି ୫ରୁ ୬ ଦିନ ଭଲଭାବରେ ଖରାରେ କିଛିଦିନ ଶୁଖାଇ ଅମଳ କରାଯାଏ ଓ ପରେ ପୁଣି ଖରାରେ ଶୁଖାଇ ବିହନ ହିସାବରେ ସାଇତି ରଖାଯାଏ ।
ବିହନ ମଧ୍ୟରେ ଜଳଅଂଶ ୮ ପ୍ରତିଶତରୁ ଅଧିକ ରହିବା ଉଚିତ ନୁହେଁ ।
| ଆଧାର | ବାହାର ଆଧାର |chingudi jhola tarkari|ଓଡ଼ିଆ ରାନ୍ଧଣା|ରାନ୍ଧଣା|ଆମିଷ ଖାଦ୍ୟ ମାଛମାନଙ୍କର ଛୋଟ ଛୋଟ ମଞ୍ଜିକୁ "'ମାଛ ବିହନ''' କୁହାଯାଏ ।
ଛଣା ହେଲା ପରେ ଏହି ବିହନ୍ନ ଗୁଡ଼ିକୁ ତରକାରିରେ ମିଶେଇ ଦେଇ ଯାଇଥାଏ ।
୧୯୯୬ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ରାଜ୍ୟ ବିହନ ନିଗମର ଅଧକ୍ଷ ଭାବରେ କାର୍ଯ୍ୟ କରୁଥିଲେ ।